ଆଜିର ଖବର ଏମସ୍ ଭୁବନେଶ୍ୱରକୁ ମିଳିବ ସିକଲ୍ ସେଲ୍ (ରକ୍ତଶିକୁଳି) ରୋଗ ପରିଚାଳନା ଉତ୍କର୍ଷ କେନ୍ଦ୍ର ମାନ୍ୟତା ଭୁବନେଶ୍ୱର: ସିକଲ୍ ସେଲ୍ (ରକ୍ତଶିକୁଳି) ରୋଗର ଅତ୍ୟାଧୁନିକ ଚିକିତ୍ସା ଏବଂ ଏହି କ୍ଷେତ୍ରରେ ଉଚ୍ଚତର ଗବେଷଣା ନିମନ୍ତେ ଏମ୍ସ ଭୁବନେଶ୍ୱରକୁ ଉତ୍କର୍ଷତା କେନ୍ଦ୍ର (ସେଣ୍ଟର୍ ଅଫ୍ ଏକ୍ସଲେନ୍ସ୍)…