ଆଜିର ଖବର ଜଗତପୁରସ୍ଥିତ ସାଇ, ଜାତୀୟ ଉତ୍କର୍ଷ କେନ୍ଦ୍ର ପରିଦର୍ଶନ କଲେ କେନ୍ଦ୍ର ଯୁବବ୍ୟାପାର ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ରକ୍ଷା ନିଖିଲ ଖଡ଼ସେ ଜଗତପୁରସ୍ଥିତ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ), ଜାତୀୟ ଉତ୍କର୍ଷ କେନ୍ଦ୍ର (ଏନସିଓଇ) ପରିଦର୍ଶନ କରିଛନ୍ତି।…