ଅପରାଧ ଛାତ୍ରର ଆକ୍ରମଣରେ ଅନ୍ୟ ଜଣେ ଛାତ୍ର ଗୁରୁତର, ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମ ରଘୁନାଥ ଉଚ୍ଚ ବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ଜଣେ ଛାତ୍ରର ଆକ୍ରମଣରେ…