ରଘୁନାଥ ନୋଡାଲ ଉଚ୍ଚ ବିଦ୍ୟାଳୟ

ରଣପୁର: ଆଜି ନୟାଗଡ ଜିଲ୍ଲା ରଣପୁର ଶିକ୍ଷା ବ୍ଲକରେ ମଣ୍ଡଳ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମଝିଆଖଣ୍ଡ ରଘୁନାଥ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇ ଯାଇଛି। …