ଆଜିର ଖବର ପଞ୍ଜାବ ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବଜୋତ ସିଂ ସିଦ୍ଧୁଙ୍କ ଘନିଷ୍ଠ ସହଯୋଗୀ ରଜିଆ ସୁଲତାନା ନୂଆଦିଲ୍ଲୀ: ପଞ୍ଜାବ କ୍ୟାବିନେଟ ମନ୍ତ୍ରୀ ରଜିଆ ସୁଲତାନା ଇସ୍ତଫା ଦେଇଛନ୍ତି। ରଜିଆ ସୁଲତାନା ଜଳ ଯୋଗାଣ, ପରିମଳ ଏବଂ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପାଇଥିଲେ।…