ରଜ ପାଳିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସମୟ ଥିଲା ଅପରାହ୍ନ। ରାଜ୍ୟ ସଂଗ୍ରହାଳୟରେ ହଜାର ହଜାର ପୁଅ, ଝିଅ ଓ ଦର୍ଶକମାନଙ୍କ ଭିଡ। ପାରମ୍ପରିକ ଲୋକକଳା, ଲୋକନୃତ୍ୟ, ଲୋକବାଦ୍ୟରେ ଭରି ଉଠୁଥିଲା ସଂଗ୍ରହାଳୟ…