ରଣାର୍ଣ୍ଣବ ଦେବ

ପୁରୀ: ଗତକାଲି ରାତିରେ ପୁରୀ ଗଜପତି ଦିବ୍ୟସିଂହ ଦେବଙ୍କ ସାନ ଭାଇ ରଣାର୍ଣ୍ଣବ ଦେବଙ୍କ ପରଲୋକ ଘଟିଛି। ସେ କିଛିଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ।…