ରତ୍ନପ୍ରଭା ଶତପଥୀ

ଭୁବନେଶ୍ବର:  ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ। ଏ ନେଇ କ୍ରାଇମ ବ୍ରାଞ୍ଚ ତରଫରୁ ସୂଚନା ଦିଆଯାଇଛି। ବ୍ରହ୍ମପୁର ଗୋଳନ୍ଥରା…