ଜାତୀୟ ଖବର ବୃଦ୍ଧି ପାଇଲା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ପଞ୍ଜୀକରଣ ସମୟ ସୀମା, ଜାଣନ୍ତୁ କେବେ ଭୁବନେଶ୍ୱର: ଖରିଫ, ୨୦୨୪ ରେ ୮ଟି ବିଜ୍ଞାପିତ ଫସଲ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍-ଏଫ୍ବିୱାଇ) ଅଧୀନରେ କୃଷକମାନଙ୍କୁ ସାମିଲ କରିବା ପାଇଁ ରାଜ୍ୟ ସରକାର…