ରନ୍ଧା ଖାଦ୍ୟ ପରିବେଷଣ

ନୂଆଦିଲ୍ଲୀ: ରେଳ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍ (ଆଇଆରସିଟିସି) ଟ୍ରେନରେ ରନ୍ଧା ଖାଦ୍ୟ ପରିବେଷଣର ସୁବିଧାକୁ ପୁନଃ ସ୍ଥାପିତ କରିଛି।…