ଆଜିର ଖବର ବଦଳିପାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ସ୍କୁଲ ଖୋଲିବା ନିଷ୍ପତ୍ତି: ଡିଏମଇଟି ଭୁବନେଶ୍ବର: ପ୍ରଥମରୁ ପଞ୍ଚମ ଶ୍ରେଣୀ ସ୍କୁଲ ଖୋଲିବାକୁ ନେଇ ରାଜ୍ୟ ସରକାର ବଡ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ କରୋନା ସଂକ୍ରମଣ ବଢୁଥିବାରୁ ଏହି ନିଷ୍ପତ୍ତିକୁ ପରିବର୍ତ୍ତନ କରାଯାଇପାରେ।…