ଅପରାଧ ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ କଟକ: କଟକ ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସମଗ୍ର ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଶନିବାର ସକାଳେ ତାଙ୍କ ସରକାରୀ କ୍ୱାର୍ଟର୍ସରୁ…