ଜାତୀୟ ଖବର ୫୦ ମିଟର ରାଇଫଲ ୩ପିରେ ପୁରୁଷ ଟିମ ଦ୍ୱାରା ସ୍ୱର୍ଣ୍ଣ ପଦକ ବିଜୟ ପାଇଁ ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହାଙ୍ଗଝୋଉରେ ଏସିଆନ ଗେମ୍ସ ୨୦୨୨ରେ ପୁରୁଷ ୫୦ ମିଟର ରାଇଫଲ ୩ପିଏସ ଟିମ ଇଭେଂଟରେ ବିଶ୍ୱ ରେକର୍ଡ ସ୍ଥାପନ ଏବଂ ସ୍ୱର୍ଣ୍ଣ…