ଜାତୀୟ ଖବର ସୋନିଆଙ୍କ ନାଗରିକତା ବିବାଦ: ପୁନଃ ଶୁଣାଣି ପାଇଁ ରାଉଜ୍ ଆଭେନ୍ୟୁ କୋର୍ଟଙ୍କ ନିର୍ଦ୍ଦେଶ ନୂଆଦିଲ୍ଲୀ: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ନାଗରିକତା ଓ ଭୋଟର ତାଲିକା ବିବାଦ ମାମଲାରେ ଏକ ନୂଆ ମୋଡ଼ ଆସିଛି। ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ମାଜିଷ୍ଟ୍ରେଟ୍…