ଆଜିର ଖବର ଖରସ୍ରୋତା ଜଳବିବାଦ ବଳ ପ୍ରୟୋଗ ନୁହେଁ, ବରଂ ଆଲୋଚନା ମାଧ୍ୟମରେ ସମାଧାନ ହେଉ: ସିପିଆଇ(ଏମ୍-ଏଲ୍) ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକାର ଭାରିଗଦାଠାରେ ପ୍ରସ୍ତାବିତ ପାନୀୟ ଜଳ ପ୍ରକଳ୍ପକୁ ବିରୋଧ କରି ସ୍ଥାନୀୟ ଲୋକେ ଦୀର୍ଘଦିନ ଧରି ଆନ୍ଦୋଳନ ଚଳାଇ ଆସୁଛନ୍ତି। ଆଳି-ରାଜକନିକାବାସୀଙ୍କ ଦାବି…