ଆଜିର ଖବର ଡିସେମ୍ବର ୧୦ ରାଜଧାନୀର ଗାନ୍ଧିମାର୍ଗରେ ବିଶାଳ ଶିକ୍ଷକ ସମାବେଶ: ସମନ୍ୱୟ ସମିତି ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ଆହ୍ୱାନରେ ଡିସେମ୍ବର ୧୦ ତାରିଖରେ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ ରାଜଧାନୀର ରାଜରାସ୍ତାରେ…