ଅପରାଧ ରଣପୁର: ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ, ୫ ଗୁରୁତର ରଣପୁର: ନୟାଗଡ ଜିଲ୍ଲା ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଅଧିନସ୍ଥ ରାଙ୍କଦେଉଳି ପଞ୍ଚାୟତ ଖଳିପାଟଣା ଗ୍ରାମରେ ପୂର୍ବ ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ରାଜନୈତିକ ଦଳ…