ବିଶେଷ ଖବର ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଅଭିଜ୍ଞ ଅଫିସରଙ୍କୁ ଜିଲ୍ଲା ଦାୟିତ୍ବ ପ୍ରଦାନ କରାଯାଇଛି : ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ସାମୁଦ୍ରିକ ଝଡ଼ ‘ଅକୱାନ’ ଉପକୂଳ ଆଡକୁ ମାଡ଼ି ଆସୁଥିବାରୁ ରାଜ୍ୟ ସରକାର ଏହାର ମୁକାବିଲା ନିମନ୍ତେ ଯୁଦ୍ଧକାଳୀନ ଭିତ୍ତିରେ ବ୍ୟାପକ…