ଆଜିର ଖବର କଂଗ୍ରେସର ରାଜୀବ ଗାନ୍ଧୀ ପଞ୍ଚାୟତି ରାଜ ସଂଗଠନର ରାଜ୍ୟ କାର୍ଯ୍ୟକାରିଣୀ ଗଠିତ ଭୁବନେଶ୍ୱର: ରାଜୀବ ଗାନ୍ଧୀ ପଞ୍ଚାୟତି ରାଜ ସଂଗଠନ ର ରାଜ୍ୟ ସ୍ତରୀୟ ଚିନ୍ତନ ଶିବିରର ଗୋଟିଏ ଦିନ ପରେ ଶୁକ୍ରବାର ସଂଗଠନର ରାଜ୍ୟ କାର୍ଯ୍ୟକାରିଣୀ ଗଠନ କରାଯାଇଛି।…