ଆଜିର ଖବର ଭୁବନେଶ୍ୱରରେ ‘ଭାରତର ବିଭାଜନର କାହାଣୀ ଉପରେ ପ୍ରଦର୍ଶନୀ’ ରାଜ୍ୟପାଳଙ୍କ ଦ୍ୱାରା ଉଦଘାଟିତ ଭୁବନେଶ୍ୱର: ବିଭାଜନ ବିଭୀଷିକାକୁ ଉତ୍ସବ ଭାବରେ ପାଳନ କରିବା ପାଇଁ ନୁହେଁ ବରଂ ସେହି ସମୟରେ ତ୍ୟାଗ ଓ ବଳିଦାନ ଦେଇଥିବା ଏବଂ କ୍ଷତି ଓ ପୀଡା…