ବିଶେଷ ଖବର ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଲୋକଭବନ ପରିସରରେ ରାଜ୍ୟ ସରକାରଙ୍କ ଅଧିକାରୀ ଏବଂ କର୍ମଚାରୀମାନଙ୍କ ପାଇଁ ଏକ ବୃହତ ଆବାସିକ ପ୍ରକଳ୍ପର ଶୁଭାରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟି ଆଜି…