ରାଜ୍ୟବାସୀଙ୍କୁ ସମ୍ବୋଧିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ଣ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ। ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଏନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ କିଛି ପରାମର୍ଶ ଦେଇପାରନ୍ତି…