ରାଜ୍ୟ ଖବର ‘ସୁଜଳ’ ଅଭିଯାନର ଶୁଭାରମ୍ଭ: ଅକ୍ଟୋବର ୧୬ ଯାଏଁ ଚାଲିବ ରାଜ୍ୟବ୍ୟାପୀ କାର୍ଯ୍ୟକ୍ରମ ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜଳ ସଂରକ୍ଷଣ, ନିରାପଦ ପାନୀୟ ଜଳର ବ୍ୟବହାର ଏବଂ ଜଳବାହିତ ରୋଗର ପ୍ରତିରୋଧ…