ରାଜ୍ୟ ଖବର ରାଜ୍ୟରେ ସାର ସମସ୍ୟା ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା, ଦେଲେ ଏହି ନିର୍ଦ୍ଦେଶ ଭୁବନେଶ୍ବର: ରାଜ୍ୟରେ କୃଷକମାନଙ୍କ ପାଇଁ ବିଭିନ୍ନ ପ୍ରକାର ସାରର ଉପଲବ୍ଧତା ସଂପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଆଜି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଲୋକସେବା…