ବିଶେଷ ଖବର ରାଜନୈତିକ ସସପେନସ୍, ରାଜ୍ୟସଭା ପାଇଁ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ ଭୁବନେଶ୍ବର: ଆଜି ଏକ ଆଶ୍ଚର୍ଯ୍ୟଜନକ ପରିସ୍ଥିତିରେ ବିଜେପିର ଟାଣୁଆ ନେତା ଜଗନ୍ନାଥ ପ୍ରଧାନ ରାଜ୍ୟସଭା ପାଇଁ ନାମାଙ୍କନ ଭରିଛନ୍ତି। ପୂର୍ବାହ୍ନରେ ବିଜେପି ପ୍ରାର୍ଥୀ ଭାବେ ମମତା ମହାନ୍ତ…