ଆଜିର ଖବର ପୁଣ୍ଣ୍ୟଶ୍ଳୋକ ପଣ୍ଡିତ ଗୋଦାବରୀଶଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ବାଣପୁର (ସୀତାରାମ ଅଗ୍ରୱାଲ): ସତ୍ୟବାଦୀ ପଞ୍ଚସଖା ଯୁଗର ଅନନ୍ୟ ସାରସ୍ବତ ସାଧକ, ନିସ୍ୱାର୍ଥପର ଜନ ସେବକ, ପ୍ରବୀଣ ରାଜନୀତିଜ୍ଞ, ଓଡିଆ ଭାଷା ସାହିତ୍ୟର ଏକୋନିଷ୍ଠ ପୂଜାରୀ ପଣ୍ଡିତ…