Hockey Worldcup23 ବାଣପୁରରେ ହକି ବିଶ୍ଵକପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ଅଣଦେଖା: ରୁଦ୍ଧଦ୍ଵାରରେ ଚାଲିଛି ପ୍ରସ୍ତୁତି ବୈଠକ ସୀତାରାମ ଅଗ୍ରୱାଲ ଚିଲିକା: ଆସନ୍ତା ୧୧ତାରିଖରେ କଟକ ବାରବାଟୀ ଷ୍ଟାଡିଅମ ଠାରେ ମୁଖ୍ୟମନ୍ତ୍ରୀ ହକି ବିଶ୍ୱକପ ୨୦୨୩ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବାକୁ ଥିବାବେଳେ ୧୩…