ଆଜିର ଖବର ବନ୍ଦହେବ ନାହିଁ ରାସନ, ଡିସେମ୍ବର ୩୧ ଯାଏଁ ବଢିଲା ଇ-କେୱାଇସି ଦାଖଲର ଅବଧି ଭୁବନେଶ୍ଵର: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ଥିବା ରାଜ୍ୟର ସମସ୍ତ ପି.ଡ଼ି.ଏସ ହିତାଧିକାରୀଙ୍କ ଅବଗତି ନିମନ୍ତେ ଜଣାଇ ଦିଆଯାଉଅଛି…