ଆଜିର ଖବର ମୁଖ୍ୟମନ୍ତ୍ରୀଙ୍କ ଆଦେଶକୁ ମାନୁନାହାନ୍ତି ଗଣଶିକ୍ଷା ବିଭାଗ: ବିଧାନସଭା ଘେରିବ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମାସ ୧୫ ତାରିଖରେ ଗଣମାଧ୍ୟମରେ ଓଡିଶା ମାଟିରୁ ସଂପୂର୍ଣ୍ଣ ଭାବରେ ଚୁକ୍ତିଭିତ୍ତିକ ପ୍ରଥାକୁ ବିଲୋପ କରି ସମସ୍ତ ଚୁକ୍ତିଭିତ୍ତିକ ଶିକ୍ଷକ/ଶିକ୍ଷୟିତ୍ରୀ…