ଆଜିର ଖବର କଂଗ୍ରେସ ଓ ବିଜେପି ବସ୍ତିବାସିନ୍ଦାଙ୍କ ଥଇଥାନ ବିରୋଧୀ: ଓଡ଼ିଶା ବସ୍ତି ସଂଘର୍ଷ ସମିତି ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ କ୍ରମେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଗତକାଲି ୭୦ ହଜାର ବସ୍ତିବାସିନ୍ଦାମାନଙ୍କୁ ଜମି ପଟ୍ଟା ଯୋଗାଇ ଦେବା ପାଇଁ ଘୋଷଣା କରିଛନ୍ତି।…