ଆଜିର ଖବର ରାଜ୍ୟ ସମ୍ମାନ ସହିତ ସ୍ଵରୂପ ନାୟକଙ୍କ କରାଯିବ ଶେଷକୃତ୍ୟ ଭୁବନେଶ୍ବର: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ଵରୂପ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା…