ଭୁବନେଶ୍ୱର: କ୍ରୀଡା କ୍ଷେତ୍ର ଉପରେ ମଧ୍ୟ ରାଜ୍ୟ ସରକାରଙ୍କ କଡା ନଜର ରହିଛି। କ୍ରିଡା କ୍ଷେତ୍ର ପାଇଁ ନିଯୁକ୍ତ ଅଧିକାରୀମାନେ ଯଦି ତାଙ୍କ କାର୍ଯ୍ୟରେ ଅବହେଳା କରନ୍ତି,…
ରାଜ୍ୟ ସରକାର
ଭୁବନେଶ୍ବର: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଯୋଗୁଁ ସଂକ୍ରମଣ ବୃଦ୍ଧି ହେବା ଆଶଙ୍କା କରି ରାଜ୍ୟ ସରକାର ଏକ ନୂଆ ମାର୍ଗଦର୍ଶିକା ଜାରି କରିଛନ୍ତି। ଆଗକୁ ନୂଆ…
ଭୂବନେଶ୍ବର: ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ…
ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଆଉ ଏକ ବଡ ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ହୋଇଛି। ଏନେଇ…
ମୁମ୍ବାଇ: ଆଜି ମହାରାଷ୍ଟ୍ରର ଅହମ୍ମଦନଗରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି। ଅହମ୍ମଦନଗର ଜିଲ୍ଲା ଡାକ୍ତରଖାନାରେ ଅଗ୍ନିକାଣ୍ଡ ଯୋଗୁଁ ମୋଟ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହ ଅନେକ…
ଭୁବନେଶ୍ବର: ରାଜ୍ୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ସ୍କୁଲ ଖୋଲିବା ନେଇ ଆଲୋଚନା ଆରମ୍ଭ ହୋଇଯାଇଛି। ଦୀପାବଳି ଛୁଟି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ଆଲୋଚନା…
ଭୁବନେଶ୍ୱର: ମମିତା ମେହେର ହତ୍ୟାକାଣ୍ଡ ଘଟଣାର ନିରପେକ୍ଷ ତଦନ୍ତ କରିବା ପାଇଁ ରାଜ୍ୟ ସରକାରଙ୍କୁ ଓଡ଼ିଶା ନାଗରିକ ସମାଜ ଅନୁରୋଧ କରିଛି। ମମିତା ମେହେରଙ୍କ ଭଳି ଅନେକ…
ଭୁବନେଶ୍ବର: ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଅଷ୍ଟମ ଏବଂ ଏକାଦଶ ଶ୍ରେଣୀ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୨୧ ତାରିଖରେ ଏକାଦଶ…
ଭୁବନେଶ୍ବର: ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ…
ଭୁବନେଶ୍ବର: ଅକ୍ଟୋବର ମାସ ପାଇଁ ରାଜ୍ୟ ସରକାର ନୂତନ ମାର୍ଗଦର୍ଶିକା ଜାରି କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ମାସରେ ଥିବା ପର୍ବପର୍ବାଣିରେ କରୋନା କଟକଣାକୁ ମାନିବା…
ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ କଠୋରତା ପରେ ଶେଷରେ କରୋନା ଭାଇରସ ଯୋଗୁଁ ପ୍ରାଣ ହରାଇଥିବା ପରିବାରକୁ କ୍ଷତିପୂରଣ ହିସାବରେ କେନ୍ଦ୍ର ୫୦ ହଜାର ଟଙ୍କା ଦେବାକୁ ନିଷ୍ପତ୍ତି ନେଇଛି।…
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଦ୍ଵାରା ଏକ ବଡ ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ ଆଇକନିକ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଭୁବନେଶ୍ଵରର ଅନ୍ଧାରୁଆରେ…
ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସ୍ଥିର ଥିବା ବେଳେ ଦୈନିକ ୧୦୦ ରୁ ଉର୍ଦ୍ଧ୍ଵ ଶିଶୁ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଯାହାକୁ ନେଇ ରାଜ୍ୟ ସରକାର କଡା…
ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବା ବେଳେ ଶିଶୁ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଦେଖାଯାଉଛି। କ୍ରମାଗତ ଭାବେ ଏବେ ରାଜ୍ୟରେ ୦-୧୮ ବର୍ଷ…
ଭୁବନେଶ୍ବର: ଏଣିକି କରୋନା ସଂକ୍ରମଣ ତଥା ତୃତୀୟ ଲହରକୁ ଦେଖି ରାଜ୍ୟ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏବେ ସବୁ ଜିଲ୍ଲାରେ କରୋନାର ଆରଟିପିସିଆର ପରୀକ୍ଷା…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନନ୍ଦପୁର ପଞ୍ଚାୟତରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଉକ୍ତ ପଞ୍ଚାୟତ ଅନ୍ତର୍ଗତ ଅନ୍ତରକିଆରୀ ଗ୍ରାମରେ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଳ୍ପ ଉପସ୍ଥାନ ଥିବା ପ୍ରାଥମିକ ବିଦ୍ୟାଳୟଗୁଡ଼ିକୁ ନିକଟସ୍ଥ ସ୍କୁଲ୍ ସହ ମିଶ୍ରଣ କରାଯାଇଛି। ଯାହାଫଳରେ ଗ୍ରାମାଞ୍ଚଳ ତଥା ସହରାଞ୍ଚଳରେ…
ଭୁବନେଶ୍ବର: ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଦଶମ ଏବଂ ଦ୍ଵାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ନେଇ ରାଜ୍ୟ…
ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ବଡ ଘୋଷଣା କରାଯାଇଛି। ରାଜ୍ୟରେ ଆଉ ୧୦ ଟି ନର୍ସିଙ୍ଗ୍ କଲେଜ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ୧୦ ଜିଲ୍ଲାରେ…
ଭୁବନେଶ୍ବର: ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆଜି ରାଜ୍ୟ ସରକାରଙ୍କୁ ପରୀକ୍ଷା ଫଳ ପ୍ରସ୍ତୁତି ଲାଗି ଗଠିତ ବିଶେଷଜ୍ଞ…
ତେଲଙ୍ଗନା: ତେଲଙ୍ଗନା ସରକାର ପକ୍ଷରୁ କରୋନା ମହାମାରୀ ସମୟରେ ୩୨ ଜଣ ଅତିରିକ୍ତ ଡିଏମଙ୍କୁ ବୋନସ ହିସାବରେ ବ୍ୟବହାର ପାଇଁ ମହଙ୍ଗା କାର ଦିଆଯାଇଛି। ଯାହାକୁ ନେଇ…