ଆଜିର ଖବର ସୁରକ୍ଷା ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ସେବାର ଢାଞ୍ଚାରେ ପରିବର୍ତ୍ତନ ଭୁବନେଶ୍ୱର: ଖୋର୍ଦ୍ଧା ରୋଡ୍ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ ଜୋରନ୍ଦା ରୋଡ୍ ମଧ୍ୟରେ ତୃତୀୟ/ଚତୁର୍ଥ ଲାଇନର କାର୍ଯ୍ୟକ୍ଷମତା ସହିତ ରାଜ ଆଠଗଡ଼ ଷ୍ଟେସନରେ ନନ୍-ଇଣ୍ଟରଲକିଂ (NI)…