ରାଜ ଜଙ୍କିଆ

ଚାନ୍ଦପୁର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ବୃଦ୍ଧ ଗୁରୁତର ଅବସ୍ଥାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। କିନ୍ତୁ…