ଆଜିର ଖବର ରାଜ ଭବନରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଭୁବନେଶ୍ୱର: ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନାଗୁଡିକର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି…