ଆଜିର ଖବର ଭୁବନେଶ୍ବରରେ ପହଞ୍ଚିଲା ଶହୀଦ ରାଣାପ୍ରତାପଙ୍କ ମରଶରୀର, ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ତାମିଲନାଡୁର କୁନୁର ହେଲିକପ୍ଟର ଦୁର୍ଘଟଣା ରେ ଶହୀଦ ହୋଇଥିବା ଓଡ଼ିଆ ଯୁବକ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ୱରରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ଶ୍ରୀ…