ଜାତୀୟ ଖବର ଏଣିକି ଘରେ ବସି ଅନ ଲାଇନରୁ ପାଇପାରିବେ କରୋନା ଟେଷ୍ଟ ରିପୋର୍ଟ, ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ ଭୁବନେଶ୍ୱର, ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର କୋଭିଡ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଲୋକାର୍ପିତ କରିଛନ୍ତି। କୋଭିଡ-୧୯ ପରୀକ୍ଷା; ଯଥା…