ଜାତୀୟ ଖବର ରାଫେଲ ଯୁଦ୍ଧ ବିମାନ ବାୟୁସେନାରେ ସାମିଲ ହେବା ନେଇ ଆସନ୍ତା ମାସରେ କରାଯିବ ଏକ ଭବ୍ୟ ଉତ୍ସବ ନୂଆଦିଲ୍ଲୀ, ପ୍ରଥମ 5ଟି ରାଫେଲ ଏୟାର କ୍ରାଫ୍ଟ ଆଜି ଅମ୍ବାଲାସ୍ଥିତ ବାୟୁ ସେନା ଷ୍ଟେସନରେ ପହଞ୍ଚିଛି। ଫ୍ରାନ୍ସର ମେରିଗନାକସ୍ଥିତ ଡାସଲ୍ଟ ଆଭିଏସନ କେନ୍ଦ୍ରରୁ ଗତ 27 ତାରିଖ…