ଆଜିର ଖବର ଶିଶୁ ସାହିତ୍ୟ ପାଇଁ ଡ ରାମଚନ୍ଦ୍ର ନାୟକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନିତ ନୂଆଦିଲ୍ଲୀ, ଶିଶୁ ସାହିତ୍ୟିକ ଡ. ରାମଚନ୍ଦ୍ର ନାୟକଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନିତ ହୋଇଛନ୍ତି। ତାଙ୍କ ରଚିତ ଶିଶୁ ଗଳ୍ପ ପୁସ୍ତକ ‘ବଣ ଦେଉଳରେ…