ଆଜିର ଖବର ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀରେ ଯୋଗଦେଲେ ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଭୁବନେଶ୍ବର: ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଆଜି ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ମହାସମାରୋହରେ…