ରାଜ୍ୟ ଖବର ଆଚାର୍ଯ୍ୟ ବିନୋବା ଭାବେଙ୍କ ୧୩୦ ତମ ଜୟନ୍ତୀରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ରାମଦାସ ଆଠୱାଲେ ଭୁବନେଶ୍ବର: ଆଜି ଜୟଦେବ ଭବନ ଠାରେ ଭାରତ ରତ୍ନ ଆଚାର୍ଯ୍ୟ ବିନୋବା ଭାବେଙ୍କ ୧୩୦ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥି ସହିତ “ଆତ୍ମନିର୍ଭର ଭାରତରୁ ବିକଶିତ ଭାରତ…