ଜାତୀୟ ଖବର ଜମ୍ମୁକାଶ୍ମୀରରେ କାର୍ ଭିତରୁ ୨ ପୋଲିସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ରାମବନ ଜିଲ୍ଲାରେ ଏକ ଗାଡ଼ି ଭିତରୁ ଦୁଇଜଣ ପୋଲିସ କର୍ମଚାରୀଙ୍କ ମୃତଦେହ ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। କଶ୍ମୀରକୁ ସଂଯୋଗ କରୁଥିବା…