ଆଞ୍ଚଳିକ ସରିଲା ଅଯୋଧ୍ୟା ଶ୍ରୀ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ, ରାମମୟ ହେଲା ବାଣପୁର-ବାଲୁଗାଁ ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ଅଯୋଧ୍ୟା ଶ୍ରୀ ରାମ ମନ୍ଦିରରେ ପ୍ରଭୁ ଶ୍ରୀ ରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ସମ୍ପନ୍ନ ହୋଇଛି। ତେବେ ଏହି ମୁହୂର୍ତ୍ତକୁ ଉପଭୋଗ…