ଆଜିର ଖବର କେଉଁ ରଙ୍ଗର ବସ୍ତ୍ର ପିନ୍ଧି ପୂଜା କରିବା ଦ୍ବାରା ମିଳିବ ଶୁଭଫଳ, ଦୀପାବଳିରେ ରାଶି ଅନୁଯାୟୀ କରନ୍ତୁ ଏହି ଉପାୟ ଭୁବନେଶ୍ବର : ଆଉ ଦିନ କେଇଟାରେ ଆଲୋକର ପର୍ବ ଦୀପାବଳି । ଦିପାବଳୀ ହେଉଛି ସୁଖ- ସମୃଦ୍ଧିର ପର୍ବ । ଏହି ଦିନ ବିଧିବିଧାନ ଓ ଶ୍ରଦ୍ଧା…