ଜାତୀୟ ଖବର ଆସନ୍ତାକାଲି ପ୍ରଥମ ଥର ପାଇଁ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ: ଆସନ୍ତାକାଲି ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଗୁରୁବାରରେ ପୁରୀ ଗସ୍ତ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦର୍ଶନ କରିବେ। ଦର୍ଶନ ପରେ…