ବିଶେଷ ଖବର ଜନ୍ମସ୍ଥାନ ଭ୍ରମଣ ଶେଷ କରି ଆଜି ପ୍ରତ୍ୟାବର୍ତ୍ତନ କରିବେ ରାଷ୍ଟ୍ରପତି, ଏହି ଗସ୍ତ ଏକ ସ୍ମରଣୀୟ ମୁହୁର୍ତ୍ତ ରାଇରଙ୍ଗପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତର ଆଜି ହେଉଛି ଶେଷ ଦିନ। ଆଜି ସେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ…