ଆଜିର ଖବର ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ନୟାଗଡ କଣ୍ଟିଲୋରେ ନୀଳମାଧବଙ୍କୁ କଲେ ଦର୍ଶନ ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ଆଜି ନୟାଗଡରେ ପହଞ୍ଚିଛନ୍ତି। ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ଏକ ସ୍ବତନ୍ତ୍ର…