ଜାତୀୟ ଖବର ଆସନ୍ତାକାଲି ରାଷ୍ଟ୍ରପତି ନିର୍ବାଚନର ଭୋଟ ଗଣତି, ଜାଣନ୍ତୁ କେମିତି ହେବ ନୂଆଦିଲ୍ଲୀ: ଆସନ୍ତାକାଲି ୧୬ ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ୍ ଗଣନା କରାଯିବ। ସଂସଦ ଭବନ ପରିସରରେ ଏହା ଦିନ ୧୧ଟାରେ ଆରମ୍ଭ ହେବ। ଏଥିପାଇଁ ଗତ…