ରାଷ୍ଟ୍ରପତି ଭବନରେ ରାକ୍ଷୀ ପୂର୍ଣ୍ଣିମା

ନୂଆଦିଲ୍ଲୀ/ଭୁବନେଶ୍ଵର: ଚଳିତ ବର୍ଷ ରାଷ୍ଟ୍ରପତି ଭବନରେ ରକ୍ଷା ବନ୍ଧନ ଉତ୍ସବ ପାଳନ କରିଛନ୍ତି ଓଡ଼ିଶାର ୨୫ ଜଣ ଛାତ୍ରଛାତ୍ରୀ। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାକ୍ଷୀ ବାନ୍ଧି…