ରାଷ୍ଟ୍ରପତି ଶାସନ

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ମଣିପୁରରେ ରାଷ୍ଟ୍ରପତି ଶାସନ ଲାଗୁ କରିବା ଲାଗି ରାଜ୍ୟସଭାରେ ଏକ ବୈଧାନିକ ସଙ୍କଳ୍ପ ଆଗତ କରିଥିଲେ।…